www.samajalive.in
Tuesday, December 9, 2025
15.1 C
Bhubaneswar

ଘର ଭିତରୁ ୨ ଭଉଣୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଇରଙ୍ଗପୁର: ତିରିଂ ଥାନା ସାନକୁମୁରୁମ ଗାଁରେ ଅଭାବନୀୟ ଘଟଣା। ଘର ଭିତରୁ ୨ ଯୁବତୀଙ୍କ ମୃତଦେହ ଉଦ୍ଧାର। ଭିତର ପଟୁ କବାଟ ବନ୍ଦ ଥିବା ଘରୁ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଉଭୟ ମୃତକ ସମ୍ପର୍କୀୟ ଭଉଣୀ ଏବଂ ଜଣଙ୍କ ବୟସ ୧୭ ବର୍ଷ ହୋଇଥିବାବେଳେ ଆଉ ଜଣଙ୍କ ବୟସ ୧୯ବର୍ଷ ବୋଲି ଜଣାପଡ଼ିଛି। ଏହା ଆତ୍ମହତ୍ୟା କି ହତ୍ୟା ତାହା ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories