www.samajalive.in
Friday, December 12, 2025
15.1 C
Bhubaneswar

ପାନ୍‌-ଆଧାର ଲିଙ୍କ୍‌ ସମୟସୀମା ବୃଦ୍ଧି କଲେ ସରକାର

ନୂଆଦିଲ୍ଲୀ: କେନ୍ଦ୍ର ସରକାର ପାନ୍ କାର୍ଡକୁ ଆଧାର କାର୍ଡ ସହ ଲିଙ୍କ୍‌ କରିବାର ସମୟସୀମା ବୃଦ୍ଧି କରିଛନ୍ତି। ନୂତନ ସୂଚନା ଅନୁଯାୟୀ, ପାନ୍-ଆଧାର ଲିଙ୍କ୍‌ର ସମୟସୀମା ୩୦ ଜୁନ୍ ୨୦୨୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସେଣ୍ଟ୍ରାଲ ବୋର୍ଡ଼ ଅଫ୍‌ ଡାଇରେକ୍ଟ ଟ୍ୟାକ୍ସେସ୍‌(ସିବିଡିଟି) ଏକ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦେଇଛି। ଏନେଇ ପିଆଇବି ପକ୍ଷରୁ ଟ୍ବିଟ୍‌ କରାଯାଇଛି ଯେ, କରଦାତାମାନଙ୍କୁ ସାମାନ୍ୟ ଆଶ୍ବସ୍ତି ଦେଇ ପାନ୍ କାର୍ଡକୁ ଆଧାର ସହ ଲିଙ୍କ୍‌ କରିବାର ଶେଷ ତାରିଖ ଜୁନ୍ ୩୦, ୨୦୨୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ସୂଚନାଯୋଗ୍ୟ, ପୂର୍ବରୁ ପାନ୍ କାର୍ଡକୁ ଆଧାର କାର୍ଡ ସହ ଲିଙ୍କ୍ କରିବାର ଶେଷ ତାରିଖ ମାର୍ଚ୍ଚ ୩୧, ୨୦୨୩ ଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories