www.samajalive.in
Thursday, December 11, 2025
18.1 C
Bhubaneswar

ନାଳରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ପାଟଣା: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା କଣ୍ଟିଆପଡା ନିକଟ ଜହ୍ନେଇ ନାଳରେ ଆଜି ସକାଳୁ ଏକ ଅଜଣା ବ୍ୟକ୍ତିଙ୍କ ଶବ ଭାସୁଥିବା ଦେଖିବାକୁ ମିଳିଛି । ଗ୍ରାମର କିଛି ଲୋକ ନାଳରେ ଶବ ଭାସୁଥିବା ଦେଖି ତୁରୁମୁଙ୍ଗା ପୁଲିସ ଓ ପାଟଣା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ତୁରୁମୁଙ୍ଗା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛି। ବ୍ୟକ୍ତି ଜଣକର ବୟସ ପାଖାପାଖି ୪୫ ରୁ ୫୦ ଭିତରେ ଅନୁମାନ କରାଯାଉଛି। ତେବେ ବ୍ୟକ୍ତି ଜଣକ ସମ୍ପୁର୍ଣ୍ଣ ଉଲଗ୍ନ ଥିବାରୁ ଘଟଣା ପଛରେ କୌଣସି ରହସ୍ୟ ଥିବା ଅନୁମାନ କରାଯାଉଛି।

Hot this week

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

Related Articles

Popular Categories