www.samajalive.in
Saturday, December 6, 2025
15.1 C
Bhubaneswar

ନାବାଳିକାଙ୍କ ଆତ୍ମହତ୍ୟା ଅଭିଯୋଗ

ସୋର: ବାଲେଶ୍ବର ଜିଲା ସୋରରେ ଜଣେ ନାବାଳିକା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ରବିବାର ଘର ଭିତରୁ ନାବାଳିକାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ସୂଚନାଯୋଗ୍ୟ, ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ଗତ ରବିବାର ସିମୁଳିଆ ଥାନାରେ ମାମଲା ରୁଜୁ ହେଇଥିଲା। ଏନେଇ ଗାଁ ଲୋକେ ତାଙ୍କୁ ଟାହିଟାପରା କରୁଥିଲେ । ଲୋକ ଲଜ୍ଜ୍ୟାକୁ ସହ୍ୟ କରି ନପାରି ନାବଳିକା ଜଣଙ୍କ ଆତ୍ମହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories