www.samajalive.in
Saturday, December 6, 2025
23.1 C
Bhubaneswar

ଭାଲୁ ଆକ୍ରମଣରେ ଜଣେ ମୃତ

ଉମରକୋଟ : ଭାଲୁ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇ ଯାଇଛି। ପିପଲପଦର ଜଙ୍ଗଲ ମଧ୍ୟକୁ କାଠ ସଂଗ୍ରହ ପାଇଁ ଯାଇଥିବା ବେଳେ ଭାଲୁ ଆକ୍ରମଣ କରିଥିଲା। ମୃତକ ହେଉଛନ୍ତି ଉମରକୋଟ ବ୍ଲକ ବିଏସପଦର ଗ୍ରାମର ମନ୍ଦର ଭତ୍ରା। ତାଙ୍କ ସହ ଯାଇଥିବା ଅନ୍ୟ ଦୁଇ ଜଣ ବ୍ୟକ୍ତି ଅଳ୍ପକେ ବର୍ତ୍ତି ଯାଇଛନ୍ତି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories