ଘରୋଇ ହସ୍ପିଟାଲରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା

0

ଭୁବନେଶ୍ବର : ଶହୀଦ ନଗରସ୍ଥିତ ଏକ ଘରୋଇ ହସ୍ପିଟାଲରେ ରୋଗୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ରୋଗୀଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ହସ୍ପିଟାଲରେ ପାଟିତୁଣ୍ଡ କରିଛନ୍ତି। ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମହିଳା ଜଣକ ଫୁସଫୁସ ଜନିତ ରୋଗରେ ଆକ୍ରାନ୍ତ ଥିଲେ। ତାଙ୍କୁ ଚିକିତ୍ସା ନିମନ୍ତେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

kalyan agarbati
Leave A Reply