www.samajalive.in
Tuesday, December 9, 2025
15.1 C
Bhubaneswar

ଚିକିତ୍ସାଧୀନ ଅବସ୍ଥାରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

କେନ୍ଦ୍ରାପଡା : ଚିକିତ୍ସାଧୀନ ଅବସ୍ଥାରେ ଜଣେ ବିଚାରାଧୀନ ବନ୍ଦୀଙ୍କର ମୃତ୍ୟୁ ହୋଇଯାଇଛି। ମୃତ ବନ୍ଦୀ ଜଣକ ହେଉଛନ୍ତି କେନ୍ଦ୍ରାପଡା ମାର୍ଶାଘାଇ ପାଟଳିପଙ୍କ ଗ୍ରାମର ଧୀରେନ ବେହେରା। ଧୀରେନ ବୁଧବାର ରାତିରେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କେନ୍ଦ୍ରାପଡା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଚିକିତ୍ସିତ ହେଉଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories