www.samajalive.in
Wednesday, November 12, 2025
28.1 C
Bhubaneswar

ଉପକାରାଗାରରେ ବିଚାରାଧୀନ କଏଦୀ ମୃତ

ଉମରକୋଟ : ଉପକାରାଗାରରେ ଜଣେ ବିଚାରାଧୀନ କଏଦୀ ମୃତ୍ୟୁ ହୋଇଯାଇଛି। ବିଚାରାଧୀନ କଏଦୀ ଦେବ ମାଝିଙ୍କର ଚିକିତ୍ସା ବେଳେ ମୃତ୍ୟୁ ହୋଇଥିବା ଜଣାପଡିଛି। ସେ ସୋମବାର ଅସୁସ୍ଥ ହୋଇଯିବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସା ଅବହେଳା ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି।

ସୂଚନାଯୋଗ୍ୟ ଯେ, ଦେବ ଏକ ହତ୍ୟା ମାମଲାରେ ୪ମାସ ହେଲା ଜେଲକୁ ଆସିଥିଲେ।

Hot this week

ଏକ୍‌ଜିଟ୍‌ ପୋଲ୍‌କୁ ଖାରଜ କରିଛନ୍ତି ତେଜସ୍ୱୀ ଯାଦବ

ସମାଜ ଲାଇଭ୍ ଡେସ୍କ : ବିହାରରରେ ସମସ୍ତ ପର୍ଯ୍ୟାୟ ମତଦାନ ଶେଷ...

ନୂଆପଡ଼ା ଉପନିର୍ବାଚନରେ ଐତିହାସିକ ୮୩.୪୫% ମତଦାନ

ସମାଜଲାଇଭ ଡେସ୍କ: ନୂଆପଡ଼ା ଉପନିର୍ବାଚନରେ ଏଥର ରେକର୍ଡ ମତଦାନ ହୋଇଛି। ଚଳିତ...

ହସ୍ପିଟାଲରୁ ଡିସଚାର୍ଜ ହେଲେ ଧର୍ମେନ୍ଦ୍ର

ମୁମ୍ବାଇ: ସୁସ୍ଥ ହୋଇ ଘରକୁ ଫେରିଲେ ଭେଟେରାନ୍ ଅଭିନେତା ଧର୍ମେନ୍ଦ୍ର। ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା...ଆଉ ଗୋଟିଏ ଦିନ ବଢ଼ିଲା ଐତିହାସିକ କଟକ...

ଦିଲ୍ଲୀ ବିସ୍ଫୋରଣ : ଜାନୁଆରୀ ୨୬ରେ ହୋଇଥିଲା ଯୋଜନା

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ ବିସ୍ଫୋରଣ ଘଟଣାରେ ସାମ୍ନାକୁ ଆସିଲା...

Related Articles

Popular Categories