www.samajalive.in
Saturday, December 6, 2025
14.1 C
Bhubaneswar

ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ

ବାଲିଗୁଡା : ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଯାଇଛି। ମଙ୍ଗଳବାର ରାତିରେ ତାଙ୍କୁ ଘର ନିକଟରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଯୁବତୀଙ୍କର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories