www.samajalive.in
Saturday, December 6, 2025
23.1 C
Bhubaneswar

ଅଂଶୁଘାତରେ ଜଣେ ମୃତ

ଭଦ୍ରକ : ଧାମନଗର ବ୍ଲକ ଅର୍ଜୁନପୁର ଗ୍ରାମରେ ଅଂଶୁଘାତରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ହେଉଛନ୍ତି ଇନ୍ଦ୍ରଜିତ ରାଉତ (୩୩)। ସେ ବୁଧବାର ପୂର୍ବାହ୍ନ ୧୧ଟା ସମୟରେ ବିଲକୁ ଯାଉଥିବା ବେଳ ହଠାତ୍‌ ଅଚେତ ହୋଇପଡିଥିଲେ। ଗ୍ରାମବାସୀମାନେ ତାଙ୍କୁ ଉଦ୍ଧାର କରି ପାଣି ଛିଞ୍ଚି ଥିଲେ ମଧ୍ୟ ତାଙ୍କର ଚେତା ଫେରି ନ ଥିଲା। ତେଣୁ ଚିକିତ୍ସା ନିମନ୍ତେ ତାଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories