www.samajalive.in
Saturday, December 6, 2025
19.1 C
Bhubaneswar

ରାଜ୍ୟରେ ଆଉ ୬୬ ଆକ୍ରାନ୍ତ ମୃତ ; ମୃତ୍ୟୁ ସଂଖ୍ୟା ୫୦୫୮

ଭୁବନେଶ୍ୱର : ରାଜ୍ୟରେ ଦିନକରେ କରୋନାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୬୬ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାସହ ମୋଟ ମୃତ୍ୟୁ ସଂଖ୍ୟା ୫୦୫୮ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୩। ଗଞ୍ଜାମରୁ ୮, ମୟୁରଭଞ୍ଜ ଓ ସୁନ୍ଦରଗଡରୁ ୬ ଜଣ ଲେଖାଏଁ, ବୌଦ୍ଧରୁ ୫, ବରଗଡ ଓ ନୟାଗଡରୁ ୩ ଲେଖାଏଁ ,ଗଜପତି,କେନ୍ଦ୍ରାପଡା ଓ ପୁରୀରୁ ୨ ଲେଖାଏଁ, ଭଦ୍ରକ,ବଲାଙ୍ଗୀର,ରାୟଗଡା,ଜଗତସିଂହପୁର,ଯାଜପୁର ଓ କନ୍ଧମାଳରୁ ଜଣେ ଲେଖାଏଁ ରହିଛନ୍ତି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories