କେନ୍ଦୁଝର : କେନ୍ଦୁଝର ଜିଲାରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମହିଳା ଜଣକ ମଲଣ୍ଡା ଜଙ୍ଗଲକୁ ମହୁଲ ତୋଳିବାକୁ ଯାଇଥିବା ବେଳେ ହାତୀ ତାଙ୍କୁ ଆକ୍ରମଣ କରିଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଛି। ମୃତ ମହିଳା ଜଣକ ସ୍ଥାନୀୟ ଆକୁଳି ଗ୍ରାମର ବୋଲି ଜଣାପଡିଛି। ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
Popular Categories



