www.samajalive.in
Saturday, December 6, 2025
26.1 C
Bhubaneswar

ଅଜଣା ଯୁବକଙ୍କ ମୃତ ଦେହ ଉଦ୍ଧାର

ସଇଁନ୍ତଲା : ସଇଁନ୍ତଲା ରେଳୱେ ଷ୍ଟେସନ ନିକଟସ୍ଥ ସିଲେଟ ପଡା ଓ କମରଲଗାକୁ ସଂଯୋଗ କରୁଥିବା ଲାନ୍ଥ ନଦୀ ରେଳୱେ ବ୍ରିଜ ଉପରୁ ଏକ ଅଜଣା ଯୁବକଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ସୂଚନା ଅନୁସାରେ, ବ୍ରିଜ ଉପରୁ ଯୁବକ ଜଣକ ଟ୍ରେନରେ ଯାଉଥିବାବେଳେ କୌଣସି କାରଣରୁ ଖସିପଡ଼ିଥିବା ଜଣା ପଡ଼ିଛି। ଯୁବକଙ୍କ ମୃତ ଦେହ ପାଖରେ ଏକ ମୋବାଇଲ ଫୋନ ପଡ଼ିଛି। ପୁଲିସ୍‌କୁ ଖବର ଦେବାପରେ ମୃତ ଦେହ ଉଦ୍ଧାର କରି ତଦନ୍ତ ଜାରି ରଖିଛନ୍ତି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories