www.samajalive.in
Saturday, December 6, 2025
14.1 C
Bhubaneswar

କଟକ ଏସସିବିରେ ଚିକିତ୍ସାଧୀନ ବନ୍ଦୀଙ୍କ ମୃତ୍ୟୁ

କେନ୍ଦୁଝର: କେନ୍ଦୁଝର ଜେଲରେ କଏଦୀ ଅଜୟ ଦାସଙ୍କ ମୃତ୍ୟୁ । ଆତ୍ମହତ୍ୟା ଉଦ୍ୟମ ପରେ ଗୁରୁତର ଅବସ୍ଥାରେ ତାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା କେନ୍ଦୁଝର ଜେଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଅଭିଯୋଗ ଅନୁସାରେ ଗତକାଲି ପାଇଖାନା ଘରେ ଗାମୁଛାରେ ଫାଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଅଜୟ। ଏକ ଦୁଷ୍କର୍ମ ଅଭିଯୋଗ ମାମଲାରେ ଗିରଫ ହୋଇ ସେ ଜେଲରେ ଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କେନ୍ଦୁଝର ମେଡିକାଲ ଏବଂ ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories