www.samajalive.in
Sunday, December 7, 2025
23.1 C
Bhubaneswar

ବିଦ୍ୟୁତ୍ ତାର ଲାଗି ଚନ୍ଦ୍ରଭାଗା ବ୍ୟବସାୟୀ ସଂଘ ସଭାପତିଙ୍କ ମୃତ୍ୟୁ

କୋଣାର୍କ: କୋଣାର୍କ-ଚନ୍ଦ୍ରଭାଗା ରାସ୍ତାର ହେଲିପ୍ୟାଡ୍ ନିକଟରେ ଅଭାବନୀୟ ଘଟଣା ଘଟିଛି। ରାସ୍ତାରେ ଝୁଲିଥିବା ବିଦ୍ୟୁତ୍ ତାର  ସଂସ୍ପର୍ଶରେ ଆସି ଚନ୍ଦ୍ରଭାଗା ବ୍ୟବସାୟୀ ସଂଘ ସଭାପତିଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକମାନେ ରାସ୍ତାରୋକ କରିଛନ୍ତି। ଅଜଣା ଗାଡି ଧକ୍କାରେ ଖୁଣ୍ଟ ଭାଙ୍ଗି ରାସ୍ତାରେ ତାର ଝୁଲି ରହିଥିଲା।  ବ୍ୟବସାୟୀ ସଂଘ ସଭାପତି ଜଣକ ରାସ୍ତାରେ ଯାଉଥିବାବେଳେ ବିଦ୍ୟୁତ୍ ତାର ଲାଗିଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories