www.samajalive.in
Sunday, December 7, 2025
23.1 C
Bhubaneswar

ବିଶିଷ୍ଟ ଜନନେତା ଲକ୍ଷ୍ମୀନାରାୟଣ ମହାପାତ୍ରଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଶୋକ

ଡେସ୍କ: ଭଦ୍ରକ ଜିଲ୍ଲାର ବିଶିଷ୍ଟ ଜନନେତା ତଥା ସମାଜସେବୀ ଲକ୍ଷ୍ମୀନାରାୟଣ ମହାପାତ୍ରଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ସିଂହଦେଓ କହିଛନ୍ତି ଯେ, ଜଣେ ସାଲିସବିହୀନ ଛାତ୍ରନେତା ଭାବେ ଲକ୍ଷ୍ମୀନାରାୟଣ ପରିଚିତି ଲାଭ କରିଥିଲେ। ଭଦ୍ରକର ହକ୍ ପାଇଁ ସର୍ବଦା ନିଜ ଲଢେଇ ଜାରି ରଖିଥିଲେ। ତାଙ୍କ ବିୟୋଗରେ ଭଦ୍ରକ ମାଟି ଜଣେ ନିର୍ଭୀକ ତଥା ଦାମ୍ଭିକ ନେତାଙ୍କୁ ହରାଇଲା। ଏହି ଦୁଃଖଦ ସମୟକୁ ସାମନା କରିବାକୁ ପ୍ରଭୁ ତାଙ୍କ ପରିବାରକୁ ଶକ୍ତି ପ୍ରଦାନ କରନ୍ତୁ। ଉପମୁଖ୍ୟମନ୍ତ୍ରୀ ଅମର ଆତ୍ମାର ସଦଗତି କାମନା କରିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories