www.samajalive.in
Friday, December 5, 2025
26.1 C
Bhubaneswar

ଇସଲାମାବାଦ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସମାଜଲାଇଭ ଡେସ୍କ: ପାକିସ୍ତାନର ଇସଲାମାବାଦସ୍ଥିତ ଜିଲା କୋର୍ଟ ନିକଟରେ ଘଟିଥିବା ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ଏହା ଏକ ଆତ୍ମଘାତୀ ବିସ୍ଫୋରଣ ବୋଲି ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଏବଂ ରାଷ୍ଟ୍ରପତି ଆସିଫ ଅଲ ଜର୍ଦ୍ଦାରୀ କହିଛନ୍ତି। କୋର୍ଟରେ ନିକଟରେ ରହିଥିବା ଏକ କାରରେ ବିସ୍ଫୋରଣ ପରେ ସେଥିରେ ନିଆଁ ଲାଗିଯାଇଥିଲା, ଯାହାଫଳରେ ତାହା ଚାରିଆଡକୁ ବ୍ୟାପିଯାଇଥିଲା।

ଘଟଣା ପରେ ପୁଲିସ ଏବଂ ସୁରକ୍ଷାକର୍ମୀ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରିଥିଲେ। ଆହତମାନଙ୍କୁ ପିଏମଆଇଏସ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନେକ ଆହତଙ୍କ ଅବସ୍ଥା ଗୁରୁତର ରହିଛି। ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରିଦିଆଯାଇଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories