www.samajalive.in
Friday, December 12, 2025
15.1 C
Bhubaneswar

ଫାର୍ମା କମ୍ପାନୀ କାରଖାନାରେ ବିସ୍ଫୋରଣ, ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି

ସମାଜ ଡିଜିଟାଲ ଡେସ୍କ: ଆନ୍ଧ୍ରପ୍ରଦେଶର ଆନାକାପଲ୍ଲୀସ୍ଥିତ ଏକ ଫାର୍ମା କମ୍ପାନୀ କାରଖାନାରେ ବୁଧବାର ଅପରାହ୍ନରେ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି। ଏହି ଘଟଣାରେ ଆହତ ହୋଇଥିବା ଅନ୍ୟମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମଧ୍ୟାହ୍ନଭୋଜନ ବିରତି ସମୟରେ ଏହି ବିସ୍ଫୋରଣ ଓ ଅଗ୍ନିକାଣ୍ଡ ଘଟିଛି।

ଅଚୁତପୁରମ ଥାନାର ଜଣେ ଅଧିକାରୀଙ୍କ କହିବାନୁଯାୟୀ ନିକଟସ୍ଥ ରାମବିଲ୍ଲୀ ମଣ୍ଡଳର ଦୁଇ ଜଣ ଶ୍ରମିକ ଘଟଣାସ୍ଥଳରେ ଦଗ୍ଧ ହୋଇ ମୃତ୍ୟୁବରଣ କରିଥିବା ବେଳେ ଅନେକ ଲୋକ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କେତେକଙ୍କୁ ଏନଟିଆର ଜିଲ୍ଲା ଡାକ୍ତରଖାନା ଅନକାପଲ୍ଲୀରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟମାନଙ୍କୁ ବିଶାଖାପାଟଣାର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚିକିତ୍ସାଧୀନ ଅବସ୍ଥାରେ ଅନ୍ୟ ୧୩ ଜଣଙ୍କ ମୃତ୍ୟୁ ଘଟିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories