www.samajalive.in
Monday, December 8, 2025
27.1 C
Bhubaneswar

ଟ୍ରକକୁ ପିଟିଲା ବୋଲେରୋ, ୭ ସ୍କୁଲ ପିଲା ଆହତ

ଦେବଗଡ଼: କୁରଡ଼ ବାଲିପୋଷି ନିକଟରେ ଟ୍ରକକୁ ପିଟିଲା ବୋଲେରୋ। ଏଥିରେ ବୋଲେରୋରେ ବସିଥିବା ୭ଜଣ ସ୍କୁଲ ପିଲା ଆହତ ହୋଇଛନ୍ତି। ସଡ଼କ ଦୁର୍ଘଟଣାରେ ଆହତ ୭ଜଣ ସ୍କୁଲ ପିଲାଙ୍କୁ ଚିକିତ୍ସା ପାଇଁ ଜିଲା ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ତିଳେଇବଣି ଆଦର୍ଶ ସ୍କୁଲ ପିଲାଙ୍କୁ ନେଇ ଫେରିବା ବାଟରେ ଏହି ସଡ଼କ ଦୁର୍ଘଟଣା ଘଟିଛି।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories