www.samajalive.in
Monday, December 15, 2025
14.1 C
Bhubaneswar

ପଦ ଅଗ୍ରାହ୍ୟ କଲେ ଦେବାଶିଷ

କଟକ: ପୁଣି ପଦାରେ ପଡିଲା ବିଜେଡିର ବଡ ଅନ୍ତଃକନ୍ଦଳ। ଆଜି ବିଜେଡିରୁ ସିନିୟର୍‌ ସିଟିଜେନ୍‌ ସେଲ୍‌ ଉପସଭାପତି ପଦରୁ ସେ ଇସ୍ତଫା ଦେଇଛନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଇସ୍ଥଫା ପତ୍ର ପଠାଇଛନ୍ତି । ଏବଂ ବରିଷ୍ଠ ଉପସଭାପତି ପଦ ଗ୍ରହଣ କରିବାକୁ ମନା କରିଛନ୍ତି ଦେବାଶିଷ ସାମନ୍ତରାୟ। ସିନିୟର ସିଟିଜେନ୍ ସେଲ୍ ଉପସଭାପତି ପଦ ନେବାକୁ ମନା କରିଛନ୍ତି। ଏବଂ କହିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଚିଠି ପଠାଇଛନ୍ତି।

ବିଜୁ ବାବୁଙ୍କ ଆଦର୍ଶରେ ଆଉ ଦଳ ଚାଲୁନଥିବା ଚିଠିରେ ଉଲ୍ଲେଖ କରିଛନ୍ତି। ଆମ ପାର୍ଟି ବର୍ତ୍ତମାନ୍ ନୂଆ ଆଇଡୋଲୋଜିରେ ଅଗ୍ରସର ହେଉଛି। କଣ ପାଇଁ ଗତ ନିର୍ବାଚନରେ ଦଳ ହାରିଲା ପ୍ରକାଶ ମଧ୍ୟ କରାଗଲାନାହିଁ। ମାତ୍ର ସବୁ କର୍ମୀଙ୍କ ମୁହଁରେ ପରାଜୟର କାରଣ ପରିପ୍ରକାଶ ହେଉଛି। କେହି କୁହନ୍ତୁ ବା ନ କୁହନ୍ତୁ ୨୦୨୪ ପରାଜୟର କାରଣ ସମସ୍ତେ ଜାଣନ୍ତି। ବର୍ତ୍ତମାନ ସ୍ଥିତିରେ ଆପଣ ନିଜେ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରନ୍ତୁ। ମୁଁ ବିଜେଡିର ଜଣେ ସାଧାରଣ କର୍ମୀ ଭାବେ କାମ କରି ଚାଲିବି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories