www.samajalive.in
Wednesday, December 10, 2025
26.1 C
Bhubaneswar

ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ

ପୁରୀ: ଶ୍ରୀମନ୍ଦିରରେ ଛତିଶା ନିଯୋଗର ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜି ଅନୁଷ୍ଠିତହୋଇଥିବା ଛତିଶା ନିଯୋଗ ବୈଠକରେ ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ କରାଯାଇଛି। ବୈଠକରେ ନୀତି ନିର୍ଘଣ୍ଟ ସହ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ବାରୋପ କରାଯାଇଥିଲା। ଶ୍ରଦ୍ଧାଳୁ କିଭଳି ମହାପ୍ରଭୁଙ୍କ ସବୁ ବେଶକୁ ଭଲ ଭାବେ ଦେଖିପାରିବେ  ତା’ ଉପରେ ଗୁରୁତ୍ବ ଦିଆଯାଇଥିଲା। ସେହିପରି ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଥିବା ୫୦୦କୋଟି କର୍ପସ ଫଣ୍ଡ ପାଇଁ ଛତିଶା ନିଯୋଗ ବୈଠକରେ କୃତଜ୍ଞତା ଜ୍ଞାପନ କରାଯାଇଥିଲା।

Hot this week

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

ଓଡ଼ିଶାରୁ ଚଣ୍ଡିଗଡ ଗଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଖେଳାଳି

ଭୁବନେଶ୍ୱର: ବାରବାଟୀରେ ମ୍ୟାଚ ଜିତିବା ପରେ ଚଣ୍ଡିଗଡ ଅଭିମୁଖେ ଗଲେ ଭାରତ...

ଦିଲ୍ଲୀର ଅନେକ ସ୍କୁଲକୁ ବୋମା ଧମକ; ପିଲାଙ୍କୁ ଛୁଟି କରି ତନାଘନା ଜାରି

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଦିଲ୍ଲୀର ଅନେକ ସ୍କୁଲକୁ ପୁଣି ଥରେ...

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

Related Articles

Popular Categories