www.samajalive.in
Friday, December 5, 2025
23.1 C
Bhubaneswar

ଚାଷୀଙ୍କୁ ଦଳି ଦେଲା ଦନ୍ତା

ଦେବଗଡ: ଦେବଗଡ କୁଣ୍ଢେତଗୋଳା ବନାଞ୍ଚଳ ପଳସମା ସେକ୍ସନ୍ ଉଟୁଣିଆ ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ଚାଷ ଜମିରେ ଚାଷୀଙ୍କୁ ଦଳି ଦେଲା ହାତୀ। ଧାନ କାଟିବା ପାଇଁ ଜଣେ ଚାଷୀ ବିଲକୁ ଯାଇଥିବାବେଳେ ଦନ୍ତା ତାଙ୍କୁ ଦଳି ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ। ଖବର ପାଇ ବନ ବିଭାଗ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

ଚିନ୍ତାକଳ୍ପ : ମାନସିକ ଦୁର୍ବଳତା

ସାମର୍ଥ୍ୟ (ବଳ)ର ଅଭାବକୁ ଦୁର୍ବଳ, ଶକ୍ତିହୀନ ବୋଲି ସାଧାରଣତଃ କୁହାଯାଇଥାଏ। ସୀମିତ...

‘ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ’- ଅପରାଧୀଙ୍କୁ ଦିଆଯାଇନି ରାଜନୈତିକ ସଂରକ୍ଷଣ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୂର୍ବ ସରକାରଙ୍କ ଅମଳରେ ଅପରାଧରେ ସମ୍ପୃକ୍ତ ରାଜନୈତିକ ବ୍ୟକ୍ତିଙ୍କୁ ସୁରକ୍ଷା...

Related Articles

Popular Categories