www.samajalive.in
Friday, December 5, 2025
23.1 C
Bhubaneswar

ନିଖୋଜ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ଦେବଗଡ: ଦେବଗଡରେ ଅଭାବନୀୟ ଘଟଣା ଘଟିଛି। ଖଳିନାଳି ଛକରେ ଥିବା ଏକ ମହୁଲ ଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ  ରିଆମାଳ ଥାନା ଖଜୁରୀଦର୍ହ ଗାଁର ସୁକାନ୍ତି ସମର୍ଥା ବୋଲି ଜଣାପଡିଛି।  ୫ ଦିନ ହେଲା ସେ ନିଖୋଜ ଥିବାବେଳେ ଆତ୍ମହତ୍ୟା ସନ୍ଦେହ କରାଯାଉଛି। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

ଚିନ୍ତାକଳ୍ପ : ମାନସିକ ଦୁର୍ବଳତା

ସାମର୍ଥ୍ୟ (ବଳ)ର ଅଭାବକୁ ଦୁର୍ବଳ, ଶକ୍ତିହୀନ ବୋଲି ସାଧାରଣତଃ କୁହାଯାଇଥାଏ। ସୀମିତ...

‘ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ’- ଅପରାଧୀଙ୍କୁ ଦିଆଯାଇନି ରାଜନୈତିକ ସଂରକ୍ଷଣ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୂର୍ବ ସରକାରଙ୍କ ଅମଳରେ ଅପରାଧରେ ସମ୍ପୃକ୍ତ ରାଜନୈତିକ ବ୍ୟକ୍ତିଙ୍କୁ ସୁରକ୍ଷା...

Related Articles

Popular Categories