www.samajalive.in
Monday, December 15, 2025
26.1 C
Bhubaneswar

ବରିଷ୍ଠ ଅଭିନେତା ଦେବୁ ବୋଷ ଅସୁସ୍ଥ

କଟକ: ଓଡିଆ ସିନେଜଗତର ବରିଷ୍ଠ ଅଭିନେତା ଦେବୁ ବୋଷ ଆଜି ଅପରାହ୍ନରେ ଅସୁସ୍ଥ ହୋଇ ପଡିଛନ୍ତି । ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି । ହସ୍‌ପିଟାଲରେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି । ଏନେଇ ତାଙ୍କ ବଡ଼ ପୁଅ ସାର୍ଥକ ବୋଷ ସୂଚନା ଦେଇଛନ୍ତି । ପୂର୍ବରୁ ସେ ଦୁଇ ଥର ହୃଦଘାତର ଶିକାର ହୋଇଥିବା ଜଣାପଡଡିଛି । ସେ ହାଇଦ୍ରାବାଦରେ ତାଙ୍କ ସାନ ପୁଅଙ୍କ ପାଖରେ ରହୁଥିଲେ। ଏହି ଖବର ଶୁଣି ତାଙ୍କ ପ୍ରସଂଶକ ଓ ଓଲିଉଡର ଅନ୍ୟ କଳାକାରମାନେ ତାଙ୍କର ଆରୋଗ୍ୟ କାମନା କରିଛନ୍ତି ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories