www.samajalive.in
Sunday, December 7, 2025
26.1 C
Bhubaneswar

ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

କଟକ : ମେ’ ତୃତୀୟ ସପ୍ତାହରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ। ଏ ସମ୍ପର୍କରେ ବୋର୍ଡର ସଭାପତି ଜାହାନ ଆରା ବେଗମ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବାତ୍ୟା ‘ଫନି’ ପାଇଁ ମାଟ୍ରିକ ପରୀକ୍ଷା ଫଳ ବାହାରିବାରେ ବିଳମ୍ବ ହୋଇଛି। ତେବେ ନିର୍ଦ୍ଧିଷ୍ଟ କେତେ ତାରିଖରେ ପରୀକ୍ଷା ଫଳ ବାହାରିବ ତାହା ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ପରୀକ୍ଷା ଫଳ ନିର୍ଭୁଲ ଓ ତ୍ରୁଟିଶୂନ୍ୟ କରିବାକୁ ସମୟ ଲାଗୁଥିବା ମାଧ୍ୟମିକ ଶିକ୍ଷା  ବୋର୍ଡର ସମ୍ପାଦକ ରାମାଶିଷ ହାଜରା ସୂଚନା ଦେଇଛନ୍ତି।

Hot this week

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

Related Articles

Popular Categories