www.samajalive.in
Monday, December 15, 2025
26.1 C
Bhubaneswar

ବଙ୍ଗୋପସାଗରରେ ଗଭୀର ଅବପାତ: ତୁହାକୁ ତୁହା ପ୍ରବଳ ବର୍ଷା

ସମାଜ ଡିଜିଟାଲ ଡେସ୍କ: ବଙ୍ଗୋପସାଗରରେ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି । ଆଗାମୀ ୪ଘଣ୍ଟାରେ ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୦କିମି ବେଗରେ ଅଗ୍ରସର ହେଉଛି । ଆଜି ମଧ୍ୟରାତିରେ ଗୋପାଳପୁର ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ପାରାଦୀପ ଓ ଗୋପାଳପୁର ଅତିକ୍ରମ କରିବାରୁ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି । ଟୁଇନ୍‍ ସିଟିରେ ତୁହାତୁ ତୁହା ବର୍ଷା ଜାରି ରହିଛି । ଗଭୀର ଅବପାତ ପ୍ରଭାବରେ ଆଜି ଓ ଆସନ୍ତକାଲି ଯାଏଁ ରାଜ୍ୟର ପ୍ରବଳ ବର୍ଷା ସହ ପବନ ଲାଗି ରହିବ । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତକ ସୂଚନା ଜାରି କରାଯାଇଛି । ଜଗତସିଂହପୁର ଓ ପୁରୀ ଜିଲାରେ ପ୍ରବଳ ବର୍ଷା ନେଇ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories