www.samajalive.in
Monday, December 15, 2025
15.1 C
Bhubaneswar

ନଭେମ୍ବର ୧୦ରେ ଦୀପିକା – ରଣବୀରଙ୍କ ବିବାହ !

ନୂଆଦିଲ୍ଲୀ : ହିନ୍ଦୀ ଚଳଚ୍ଚିତ୍ର ଜଗତର ସୁପରହିଟ୍‍ ଯୋଡି ଦୀପିକା ପାଦୁକୋନ ଏବଂ ରଣବୀର ସିଂହ ଆଉ କିଛିଦିନ ମଧ୍ୟରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଏହି ଯୋଡି ରାମଲୀଳା, ବାଜିରାଓ ମସ୍ତାନୀ ଏବଂ ପଦ୍ମାବତ ଭଳି ଅନେକ ସୁପରହିଟ୍‍ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ଏବେ ରିଲ ଲାଇଫରୁ ସେମାନେ ରିୟଲ ଲାଇଫରେ ଯୋଡି ସାଜିବାକୁ ଯାଉଛନ୍ତି। ବହୁପୂର୍ବରୁ ଏମାନଙ୍କୁ ସମ୍ପର୍କକୁ ନେଇ ଅନେକ ଚର୍ଚ୍ଚା ହେଉଥିଲା କିନ୍ତୁ ଏବେ ତାହା ସତ୍ୟରେ ପ୍ରମାଣିତ ହେବାକୁ ଯାଉଛି। ଖବରଅନୁସାରେ ଚଳିତ ବର୍ଷ ନଭେମ୍ବର ମାସ ୧୦ତାରିଖରେ ଉଭୟ ଦୀପିକା – ରଣବୀରଙ୍କ ବିବାହ କରିବାକୁ ଯାଉଛନ୍ତି। ପୂର୍ବରୁ ଦୁଇଜଣ ଅକ୍ଟୋବର ମାସରେ ବିବାହ କରିବେବୋଲି ଚର୍ଚ୍ଚାହେଉଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories