www.samajalive.in
Monday, December 8, 2025
13.1 C
Bhubaneswar

୯,୧୦୦ କୋଟିର ପ୍ରତିରକ୍ଷା କ୍ରୟକୁ ମଞ୍ଜୁରୀ

ନୂଆଦିଲ୍ଲୀ : ଆକାଶ କ୍ଷେପଣାସ୍ତ୍ର ସମେତ ୯,୧୦୦ କୋଟି ଟଙ୍କାର ପ୍ରତିରକ୍ଷା ସାମଗ୍ରୀ କ୍ରୟ ଯୋଜନାକୁ ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ପ୍ରତିରକ୍ଷା ଅଧିଗ୍ରହଣ ପରିଷଦ (ଡିଏସି) ମଙ୍ଗଳବାର ମଞ୍ଜୁରୀ ପ୍ରଦାନ କରିଛି। ଏହି ଯୋଜନା ଅଧୀନରେ ଆକାଶ କ୍ଷେପଣାସ୍ତ୍ରର ଦୁଇଟି ରେଜିମେଣ୍ଟ କ୍ରୟ କରିବାର ପ୍ରସ୍ତାବ ରହିଛି। ଏଥିସହ ଟି୯୦ ଟ୍ୟାଙ୍କ ସମେତ ବହୁ ଅତ୍ୟାଧୁନିକ ଅସ୍ତ୍ର କ୍ରୟ କରିବାକୁ ସ୍ଥିର ହୋଇଛି।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories