www.samajalive.in
Friday, December 5, 2025
27.1 C
Bhubaneswar

ଜାପାନ ଗସ୍ତରେ ପ୍ରତିରକ୍ଷା ମନ୍ତ୍ରୀ ; ୟୁଏସ-୨ ଯୁଦ୍ଧ ବିମାନ ପ୍ରଦାନ ସଂପର୍କରେ ଆଲୋଚନା

ଟୋକିଓ : ଜାପାନ ଗସ୍ତରେ ଥିବା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଟୋକିଓରେ ଜାପାନ ପ୍ରତିରକ୍ଷାମନ୍ତ୍ରୀ ତାକେସି ଇୱାୟାଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଭାରତୀୟ ପ୍ରତିନିଧି ଦଳର ନେତୃତ୍ୱ ନେଉଥିବା ବେଳେ ଜାପାନ ପ୍ରତିରକ୍ଷାମନ୍ତ୍ରୀ ଜାପାନୀ ପ୍ରତିନିଧି ଦଳର ନେତୃତ୍ୱ ନେଉଛନ୍ତି।

ଦୁଇଦେଶ ମଧ୍ୟରେ ପ୍ରତିରକ୍ଷା ସଂପର୍କ ବୃଦ୍ଧି ପାଇଥିବାରୁ ଉଭୟ ଦେଶ ସାମରିକ ସହଯୋଗକୁ ଶିଖରକୁ ନେଇଯିବାକୁ ସହମତ ହୋଇଛନ୍ତି। ଜାପାନରୁ ଭାରତକୁ ଦେବାକୁ ଥିବା ୟୁଏସ-୨ ଯୁଦ୍ଧ ବିମାନ ଉପରେ ମଧ୍ୟ ଆଲୋଚନା ହୋଇଥିବା ଜଣାପଡିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories