www.samajalive.in
Sunday, December 7, 2025
26.1 C
Bhubaneswar

ଓଡ଼ିଶାରେ ତିଆରି ହେବ ପ୍ରତିରକ୍ଷା ଓ ବିମାନ ଯନ୍ତ୍ରାଂଶ

ଭୁବନେଶ୍ୱର: ଓଡ଼ିଶାରେ ତିଆରି ହେବ ପ୍ରତିରକ୍ଷା ଓ ବିମାନ ଯନ୍ତ୍ରାଂଶ । ଏଥିପାଇଁ ରାଜ୍ୟ ସରକାର-କଲ୍ୟାଣ ଷ୍ଟିଲ୍‌ ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ ହୋଇଛି । ଲୋକସେବା ଭବନର କନଭେନସନ ହଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହୋଇଛି । ଢେଙ୍କାନାଳ ଜିଲାର ଗଜମରାରେ ପ୍ରକଳ୍ପ ହେବା ପାଇଁ ୧୧ଶହ ଏକର ଜମି ଚିହ୍ନଟ କରାଯାଇଛି । ଆସନ୍ତା ସେପ୍ଟେମ୍ବରରୁ ପ୍ରକଳ୍ପ କାମ ଆରମ୍ଭ ହୋଇ ୨୪ ମାସ ମଧ୍ୟରେ ଉତ୍ପାଦନ ହେବ । ପ୍ରଥମ ପର୍ଯ୍ୟାୟରେ ୧୧ହଜାର ୭୫୦କୋଟି ଟଙ୍କାର ପୁଞ୍ଜିନିବେଶ ହେବ । ଏହା ଦ୍ୱାରା ୧୦ହଜାର ନିଯୁକ୍ତି ସୃଷ୍ଟି ହେବ ବୋଲି କୁହାଯାଇଛି ।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories