www.samajalive.in
Wednesday, December 10, 2025
23.1 C
Bhubaneswar

ଦିଲ୍ଲୀ ବିସ୍ଫୋରଣ : ଅଦାଲତରେ ହାଜର ହେଲା ଆସାମୀ

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଜଣେ ଆସାମୀକୁ ଅଦାଲତରେ ହାଜର କରିଛି ଜାତୀୟ ତଦନ୍ତକରି ସଂସ୍ଥା (ଏନଆଇଏ ) । ଦିଲ୍ଲୀ ଆତ୍ମଘାତି ଘଟଣାର ତଦନ୍ତ କରୁଛି ଏନଆଇଏ । ଆଜି ଦିଲ୍ଲୀ ଅଦାଲତରେ ଆତଙ୍କୀ ଉମରର ସହଯୋଗୀକୁ ହାଜର କରାଇଛି ଏନଆଇଏ । ଉମରର ସହଯୋଗୀ ରସିଦ ଅଲ୍ଲୀକୁ ଅଦାଲତରେ ହାଜର କରାଇଛି ଏନଆଇଏ । ରସିଦ ଅଲ୍ଲୀର ଘର କାଶ୍ମୀରରେ ଅବସ୍ଥିତ । ଗତକାଲି ରସିଦକୁ ଦିଲ୍ଲୀରୁ  ଗିରଫ କରିଥିଲା ଏନଆଇଏ । ମିଳିଥିବା ସୂଚନା ଅନୁସାରେ ଆତ୍ମଘାତି ବିସ୍ଫୋରଣ ପାଇଁ ଷଡଯନ୍ତ୍ର କରିଥିଲା ରସିଦ । ଦିଲ୍ଲୀ ଆସି କାର କିଣି ଆତଙ୍କୀ ଆକ୍ରମଣ ପାଇଁ ପୁରା ଯୋଜନା କରିଥିଲା । ନଭେମ୍ବର ୧୦ ତାରିଖରେ ଦିଲ୍ଲୀର ସୁଭାଷ ମାର୍ଗ ସିଗନାଲରେ ହୋଇଥିବା ବିସ୍ଫୋରଣରେ ୧୩ ଜଣଙ୍କର ମୃତ୍ୟୁ ହୋଇଥିଲା। ଏପର୍ଯ୍ୟନ୍ତ୨୦ ରୁ ଅଧିକ ଆହତଙ୍କ ଚିକିତ୍ସା ଚାଲିଛି, ଯେଉଁଥିରେ ତିନି ଜଣଙ୍କ ଅବସ୍ଥା ଗୁରୁତର ଅଛି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories