ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ସମନ: ୨୧ତାରିଖରେ ପଚରାଉଚରା ପାଇଁ ଡାକରା

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ସମନ। ଅବକାରୀ ନୀତି ମାମଲାରେ ନବମଥର ପାଇଁ ସମନ କରାଯାଇଛି। ମାର୍ଚ୍ଚ ୨୧ ତାରିଖରେ ହାଜର ହେବାକୁ ଇଡି ପକ୍ଷରୁ ସମନ ଜାରି କରାଯାଇଛି। ସେପଟେ ଅବକାରୀ ନୀତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ, ଇଡିର ସମନକୁ ଅମାନ୍ୟ କରିଥିବାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ ନ କରିବା ପାଇଁ ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାରତୀୟ ପିଙ୍ଗଳ ପ୍ରୋସିଜର … Continue reading ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ସମନ: ୨୧ତାରିଖରେ ପଚରାଉଚରା ପାଇଁ ଡାକରା