www.samajalive.in
Friday, December 12, 2025
19.1 C
Bhubaneswar

ଆପ୍‌ ସମ୍ମାନ ରଖିଲେ ଆତିଶୀ, ୩ ହଜାର ଭୋଟରେ ଜିତିଲେ

ସମାଜ ଡିଜିଟାଲ ଡେସ୍କ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଆତିଶୀ। କାଲକାଜି ଆସନରୁ ପ୍ରତିଦ୍ବନ୍ଦ୍ବିତା କରୁଥିବା ଆତିଶୀ ନିକଟତମ ପ୍ରତିଦ୍ବନ୍ଦୀ ତଥା ବିଜେପି ପ୍ରାର୍ଥୀ ରମୋ ବିଧୁରିଙ୍କୁ ପରାଜିତ କରିଛନ୍ତି। ଆପ୍‌ର ବହୁ ହେଭିୱେଟ ନେତା ଚଳିତ ନିର୍ବାଚନରେ ପରାଜୟ ବରଣ କରିଥିବାବେଳେ ଆତିଶୀଙ୍କ ବିଜୟ ଆପ୍‌ର ସମ୍ମାନ ରକ୍ଷା କରିବାରେ ସହାୟକ ହୋଇଛି। ଆତିଶୀ ୩ ହଜାର ଭୋଟ ବ୍ୟବଧାନରେ ବିଜୟ ଲାଭ କରିଛନ୍ତି। ଚଳିତ ଥର ଆପ୍‌ ସରକାର ଗଢ଼ିବା ଆଶା ଶୂନ୍ୟ ହୋଇଥିବାବେଳେ ଦୀର୍ଘବର୍ଷ ପରେ ବିରୋଧୀ ଦଳର ଭୂମିକା ନିର୍ବାହ କରିବାକୁ ଯାଉଛି।

Hot this week

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

Related Articles

Popular Categories