www.samajalive.in
Sunday, December 7, 2025
13.1 C
Bhubaneswar

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଆତିଶୀ

ନୂଆଦିଲ୍ଲୀ: ଇସ୍ତଫା ଦେଲେ ଆତିଶୀ। ଆଜି ରାଜଭବନରେ ପହଞ୍ଚି ଉପରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା। ଦିଲ୍ଲୀରେ ଆପ୍‌ର ପରାଜୟ ପରେ ସେ ଇସ୍ତଫା ଦେଇଛନ୍ତି। ଆତିଶୀ କାଲକାଜୀ ବିଧାନସଭା ଆସନରୁ ବିଜୟ ଲାଭ କରିଛନ୍ତି। ଆପ୍‌ ରୁ ଅନେକ ବରିଷ୍ଠ ନେତାମାନେ ହାରିଛନ୍ତି। ଆତିଶୀ ରମେଶ ବିଧୁରିଙ୍କୁ ୩୫୦୦ରୁ ଅଧିକ ଭୋଟରେ ହରାଇଛନ୍ତି। ଦିଲ୍ଲୀରେ ବିଜେପି ମୋଟ୍ ୪୮ଟି ସିଟ୍ ପାଇଥିବାବେଳେ ୧୦ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଆମ୍ ଆଦମୀ ପାର୍ଟି କେବଳ ୨୨ଟି ସିଟ୍ ମଧ୍ୟରେ ସୀମିତ ରହିଛି। ଏହାସହ ବର୍ତ୍ତମାନ ଦିଲ୍ଲୀରେ ସଂଖ୍ୟା ଗରିଷ୍ଠତା ସହ ବିଜେପି ଫେରିଛି। ସେପଟେ ୭୦ଟି ସିଟ୍ ମଧ୍ୟରୁ ଗୋଟିଏ ବି ଆସନ ଜିତିବାରେ କଂଗ୍ରେସ ବିଫଳ ହୋଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories