www.samajalive.in
Wednesday, December 10, 2025
26.1 C
Bhubaneswar

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ପିଏଙ୍କ ଅସଦାଚରଣ ନେଇ ପୁଲିସରେ ଅଭିଯୋଗ କଲେ ଆପ ସାଂସଦ ସ୍ୱାତୀ ମାଲିୱାଲ

ଡେସ୍କ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପିଏଙ୍କ ଅସଦାଚରଣ ନେଇ ଆମ୍ ଆଦମୀ ପାର୍ଟିର ରାଜ୍ୟସଭା ସାଂସଦ ସ୍ୱାତୀ ମାଲିୱାଲ ଦିଲ୍ଲୀ ପୁଲିସ ନିକଟରେ ଅଭିଯୋଗ କରିଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ଶ୍ରୀମତୀ ମାଲିୱାଲ କହିଛନ୍ତି ଯେ ସେ ଏହି ଘଟଣାରେ ପୁଲିସକୁ ନିଜର ବୟାନ ଦେଇଛନ୍ତି। ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନିଆଯିବ ବୋଲି ସେ ଆଶା ବ୍ୟକ୍ତ କରିଛନ୍ତି।

ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରଚାର ଜୋରଦାର

- Advertisement -

ଏହି ଘଟଣାକୁ ନେଇ ରାଜନୀତି ନ କରିବାକୁ ଶ୍ରୀମତୀ ମାଲିୱାଲ ବିଜେପିକୁ ଅନୁରୋଧ କରିଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପିଏ ବିଭବ ଚଳିତ ମାସ ୧୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ସ୍ୱାତୀ ମାଲିୱାଲଙ୍କ ସହ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା।

ନିର୍ବାଚନ ପ୍ରସ୍ତୁତି ସମୀକ୍ଷା: ଆଦର୍ଶ ଆଚରଣବିଧିର ଅନୁପାଳନ ଉପରେ ଗୁରୁତ୍ୱାରୋପ

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories