ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଆବେଦନ ହାଇକୋର୍ଟରେ ଖାରଜ, ମାମଲା ଯିବ ସୁପ୍ରିମକୋର୍ଟ

ଡେସ୍କ: ମଦ ନୀତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରିଥିବା ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଗିରଫ ବ୍ୟତୀତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତାଙ୍କ ପରବର୍ତ୍ତୀ ରିମାଣ୍ଡକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ହେପାଜତକୁ ମଧ୍ୟ ଚ୍ୟାଲେଞ୍ଜ କରିଛନ୍ତି। ଅଦାଲତ କହିଛନ୍ତି ଯେ ଇଡି ଦ୍ୱାରା ସଂଗ୍ରହ କରାଯାଇଥିବା ତଥ୍ୟରୁ ଜଣାପଡିଛି ଯେ କେଜ୍ରିୱାଲ ମଦ ନୀତି ଦୁର୍ନୀତିରେ ଅନ୍ୟମାନଙ୍କ ସହ ମିଶି ଷଡ଼ଯନ୍ତ୍ର କରିଥିଲେ। ୨୧ ବର୍ଷ ପରେ ଖୋଲିଲା … Continue reading ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଆବେଦନ ହାଇକୋର୍ଟରେ ଖାରଜ, ମାମଲା ଯିବ ସୁପ୍ରିମକୋର୍ଟ