ରାଜଧାନୀର ୨୦ରୁ ଅଧିକ କଲେଜକୁ ବୋମାରେ ଉଡାଇବାକୁ ଧମକ

ନୂଆଦିଲ୍ଲୀ : ଦିଲ୍ଲୀର ୨୦ରୁ ଅଧିକ କଲେଜକୁ ବୋମାରେ ଉଡାଇବାକୁ ନେଇ ଧମକ ମିଳିଛି । ଚାଣକ୍ୟପୁରୀ ସ୍ଥିତ କଲେଜ ସମେତ ପ୍ରାୟ ୨୦ଟି କଲେଜକୁ ଧମକପୂର୍ଣ୍ଣ ଇମେଲ୍‌ କରାଯାଇଛି । ପୁଲିସକୁ ଏନେଇ ଖବର ମଧ୍ୟ ଦିଆଯାଇଛି । ଘଟଣା ସାମ୍ନାକୁ ଆସିବା ପରେ ହଇଚଇ ସୃଷ୍ଟି ହେବା ସହ ପୁଲିସ ଓ ବୋମା ନିଷ୍କ୍ରିୟକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ତଲାସି ସମୟରେ କଲେଜରୁ କୌଣସି ସନ୍ଦିଗ୍ଧ ଜିନିଷ କିମ୍ବା … Continue reading ରାଜଧାନୀର ୨୦ରୁ ଅଧିକ କଲେଜକୁ ବୋମାରେ ଉଡାଇବାକୁ ଧମକ