www.samajalive.in
Saturday, December 6, 2025
16.1 C
Bhubaneswar

ଦିଲ୍ଲୀରେ କରୋନା ଆକ୍ରାନ୍ତ ମୃତକଙ୍କ ଶବ ସତ୍କାର ପାଇଁ ବାରଣ !

ନୂଆଦିଲ୍ଲୀ : ଦିଲ୍ଲୀର ଆରଏମଏଲ ହସ୍ପିଟାଲରେ ଭର୍ତ୍ତି ହୋଇଥିବା କରୋନା ସଂକ୍ରମିତ ମହିଳା ଚିକିତ୍ସା ସମୟରେ ପ୍ରାଣ ହରାଇଛନ୍ତି। ଶନିବାର ଦିନ ତାଙ୍କୁ ନିଗମବୋଧ ଘାଟରେ ଶବଦାହ କରିବାକୁ ବାରଣ କରାଯାଇଥିବା ସୂଚନା ମିଳିଛି। ଏହାକୁ ନେଇ ମୃତକଙ୍କ ପରିବାର ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ସୂଚନାଯୋଗ୍ୟ, ଶୁକ୍ରବାର ରାତି ୮ଟାରେ ଆରଏମଏଲ ହସ୍ପିଟାଲରେ କରୋନା ସଂକ୍ରମିତ ମହିଳା ଭର୍ତ୍ତି ହୋଇଥିଲେ। ଦିଲ୍ଲୀର କରୋନା ଆକ୍ରାନ୍ତରେ ପ୍ରଥମ ମୃତ୍ୟୁ ପରେ ଡାକ୍ତରଖାନାରେ ବିଶୃଙ୍ଖଳା ସୃଷ୍ଟି ହୋଇଥିଲା।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories