www.samajalive.in
Sunday, December 14, 2025
16.1 C
Bhubaneswar

ମାନହାନି ମାମଲାରେ କେଜରିୱାଲ୍‌ ଦୋଷମୁକ୍ତ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ୍‌, ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଓ ଆପ୍‌ର ପୂର୍ବତନ ନେତା ଯୋଗେନ୍ଦ୍ର ଯାଦବଙ୍କୁ ସ୍ଥାନୀୟ ଏକ ଅଦାଲତ ମାନହାନି ମାମଲାରେ ଦୋଷମୁକ୍ତ କରିଛନ୍ତି । ଏହି ୩ଜଣଙ୍କ ବିରୋଧରେ ଆଇନଜୀବୀ ସୁରେନ୍ଦ୍ର ଶର୍ମା ମାନହାନି ମକଦ୍ଦମା ରୁଜୁ କରିଥିଲେ। ସୁରେନ୍ଦ୍ର ଦର୍ଶାଇଥିଲେ ୨୦୧୩ ବିଧାନସଭା ନିର୍ବାଚନ ପୂର୍ବରୁ ତାଙ୍କୁ ଆମ୍‌ ଆଦମୀ ପାର୍ଟି (ଆପ୍‌) ଯୋଗାଯୋଗ କରି ଦଳ ତରଫରୁ ନିର୍ବାଚନ ଲଢ଼ିବାକୁ ପ୍ରସ୍ତାବ ଦେଇଥିଲା। ତେବେ କିଛିଦିନ ପରେ ତାଙ୍କ ବିରୋଧରେ ମିଥ୍ୟା ଅଭିଯୋଗ ଆଣି ଦଳ ଟିକଟ ଦେଇନଥିଲା। ଏଥିସହ କେଜରିୱାଲ୍ ତାଙ୍କ ବିରୋଧରେ ବିଭିନ୍ନ ଖବରକାଗଜରେ ଅପମାନସୂଚକ ମନ୍ତବ୍ୟ ପ୍ରଦାନ କରିଥିଲେ। ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ମାଜିଷ୍ଟ୍ରେଟ୍‌ ବିଧି ଗୁପ୍ତା ଆନନ୍ଦ ମାନହାନି ମାମଲାକୁ ଖାରଜ କରି ଦେଇଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories