www.samajalive.in
Monday, December 15, 2025
26.1 C
Bhubaneswar

ଦିଲ୍ଲୀ ଏନ୍‌ସିଆରରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ତୀବ୍ରତା ୪.୦ ରେକର୍ଡ ହୋଇଛି। ଆଜି ସକାଳ ୫ଟା ୩୬ରେ ଦିଲ୍ଲୀର ଏନସିଆର ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଥିଲା। ଦିଲ୍ଲୀର ଧୋଲା କୁଆଁ ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା। ଦିଲ୍ଲୀ, ନୋଏଡା, ଗାଜିଆବାଦ ଏବଂ ଗୁରୁଗ୍ରାମ ଅଞ୍ଚଳରେ ଏହି ଭୂକମ୍ପ ଅନୁଭୂତ ହୋଇଛି।  ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପକାଇ ଆସିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories