www.samajalive.in
Thursday, December 11, 2025
23.1 C
Bhubaneswar

ଅଡୁଆରେ କେଜରିୱାଲ, ବିଧାନସଭାରେ ସିଏଜି ରିପୋର୍ଟ ଦାଖଲ ପାଇଁ କହିଲେ ଉପରାଜ୍ୟପାଳ

ଡେସ୍କ: ଦିଲ୍ଲୀ ଉପରାଜ୍ୟପାଳ ବିନୟ କୁମାର ସକ୍ସେନା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଦିଲ୍ଲୀ ସରକାରଙ୍କ ଆର୍ଥିକ ସ୍ଥିତି ସମ୍ପର୍କିତ ନିୟନ୍ତ୍ରକ ଓ ଅଡିଟର ଜେନେରାଲ, ସିଏଜିଙ୍କ ୫ଟି ରିପୋର୍ଟ ବିଧାନସଭାରେ ଉପସ୍ଥାପନ କରିବାକୁ କହିଛନ୍ତି। ଶ୍ରୀ କେଜ୍ରିୱାଲଙ୍କୁ ଲେଖିଥିବା ଚିଠିରେ ସେ କେତେକ ଗୁରୁତ୍ୱପୂର୍ଣ୍ଣ ବୈଧାନିକ ସଂସ୍ଥା ଗଠନ ଏବଂ ଆନୁସଙ୍ଗିକ ନିଯୁକ୍ତିରେ ଅହେତୁକ ବିଳମ୍ବ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି। ଉପରାଜ୍ୟପାଳ ମୁଖ୍ୟମନ୍ତ୍ରୀ କେଜ୍ରିଓ୍ଵାଲଙ୍କୁ ତାଙ୍କ ସରକାରଙ୍କ ଅର୍ଥମନ୍ତ୍ରୀ ଆତିଶୀ ଯଥାଶୀଘ୍ର ବିଧାନସଭାରେ ରିପୋର୍ଟ ଦାଖଲ କରିବାକୁ କହିଛନ୍ତି, ଯାହାଦ୍ୱାରା ବିଧାନସଭାର ଚଳିତ ଅଧିବେଶନରେ ଏହାକୁ ଉପସ୍ଥାପନ କରାଯାଇପାରିବ। ଗୃହ ମାଧ୍ୟମରେ ଏହାର ପ୍ରଦର୍ଶନର ବାସ୍ତବିକ ବିବରଣୀ ଜନସାଧାରଣଙ୍କୁ ଜଣାଇବା ସରକାରଙ୍କ ଦାୟିତ୍ୱ ବୋଲି ସେ କହିଛନ୍ତି।

ଡ. ପ୍ରଭାସ ଆଚାର୍ଯ୍ୟ ‘ସମାଜ’ର ନୂତନ ପ୍ରକାଶକ ଓ ମୁଦ୍ରାକର

Hot this week

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

Related Articles

Popular Categories