www.samajalive.in
Friday, December 5, 2025
20.1 C
Bhubaneswar

ବିସ୍ଫୋରଣ ପଛରେ ଜୈସ୍‌ !

ନୂଆଦିଲ୍ଲୀ: ଦିଲ୍ଲୀର ବ୍ୟସ୍ତବହୁଳ ଲାଲକିଲା ନିକଟରେ ଘଟିଥିବା ଭୟଙ୍କର କାର୍‌ ବିସ୍ଫୋରଣ ଘଟଣାରେ ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦୀ ସଂଗଠନ ଜୈସ୍‌-ଇ-ମହମ୍ମଦର ସମ୍ପୃକ୍ତି ନେଇ ଖିଅ ଖୋଜୁଛି ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ)। କାରଣ ସୋମବାର ଫରିଦାବାଦରୁ ୨୯୦୦ କିଲୋଗ୍ରାମ ବିସ୍ଫୋରକ ଜବତ ହେବା ଏବଂ ଏଥିରେ ୪ଜଣ ଡାକ୍ତରଙ୍କ ସହ ଅନ୍ୟ କେତେକଙ୍କ ସମ୍ପୃକ୍ତି ନେଇ ସେମାନଙ୍କୁ ଗିରଫ କରାଯାଇଛି। ଏମାନେ ସମସ୍ତେ ଜୈସ୍‌-ଇ-ମହମ୍ମଦ ଆତଙ୍କବାଦୀ ନେଟ୍‌ୱର୍କ ସହ ସମ୍ପୃକ୍ତ ଥିବା ଜଣାପଡ଼ିଛି। ତେଣୁ ଦିଲ୍ଲୀ ବିସ୍ଫୋରଣ ପଛରେ ଜୈସ୍‌ ଆତଙ୍କବାଦୀ ସଂଗଠନର ସମ୍ପୃକ୍ତି ନେଇ ଏନ୍ଏସ୍‌ଜି ଓ ଏନଆଇଏ ତଦନ୍ତକୁ ଆଗକୁ ବଢ଼ାଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories