www.samajalive.in
Friday, December 5, 2025
27.1 C
Bhubaneswar

ପ୍ରତ୍ୟେକ ମୃତକଙ୍କ ପରିବାରକୁ ୧୦ ଲକ୍ଷ

ନୂଆଦିଲ୍ଲୀ: ଲାଲକିଲା ବିସ୍ଫୋରଣ ଘଟଣାରେ ଦିଲ୍ଲୀ ସରକାରଙ୍କ ପକ୍ଷରୁ ମଙ୍ଗଳବାର ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରାଯାଇଛି। ବିସ୍ଫୋରଣରେ ପ୍ରାଣ ହରାଇଥିବା ପ୍ରତ୍ୟେକ ମୃତକଙ୍କ ପରିବାରକୁ ୧୦ ଲକ୍ଷ, ସ୍ଥାୟୀଭାବେ ଭିନ୍ନକ୍ଷମ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ୫ ଲକ୍ଷ ଏବଂ ପ୍ରତ୍ୟେକ ଗୁରୁତରଙ୍କୁ ୨ ଲକ୍ଷ ଟଙ୍କା ପ୍ରଦାନ କରାଯିବ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଘୋଷଣା କରିଛନ୍ତି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories