www.samajalive.in
Tuesday, December 9, 2025
16.1 C
Bhubaneswar

ଜିମ୍‌ ମାଲିକଙ୍କୁ ଗୁଳିକରି ହତ୍ୟା

ନୂଆଦିଲ୍ଲୀ : ଦକ୍ଷିଣ ଦିଲ୍ଲୀର ଗ୍ରେଟର କୈଳାସ ଅଞ୍ଚଳରେ ଜଣେ ଜିମ୍ ମାଲିକଙ୍କୁ କେତେକ ଦୁର୍ବୃତ୍ତ ଗୁଳିକରି ହତ୍ୟା କରିଛନ୍ତି। ହତ୍ୟାର ଶିକାର ଜିମ୍‌ ମାଲିକ ହେଉଛନ୍ତି ନାଦିର ଶାହା। ତାଙ୍କୁ ତାଙ୍କର ସାଥୀମାନେ ଡାକ୍ତରଖାନା ନେଇଥିବାବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ଦିଲ୍ଲୀ ପୁଲିସ କହିଛି ଯେ ରାତି ପ୍ରାୟ ୧୦ଟା ୪୫ ମିନିଟ୍‌ରେ ତାଙ୍କୁ ଗୁଳିକାଣ୍ଡ ସମ୍ପର୍କରେ ଫୋନ କଲ୍ ମିଳିଥିଲା। ପରେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବା ସହିତ ଡାକ୍ତରଖାନାରେ ମୃତଦେହକୁ ଜବତ କରିଥିଲା। ନାଦିରଙ୍କ ଶରୀରରେ ୭-୮ ରାଉଣ୍ଡ ଗୁଳି ବାଜିଥିବା ପୁଲିସ କହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories