www.samajalive.in
Saturday, December 6, 2025
26.1 C
Bhubaneswar

ଜେଲରୁ ବାହାରିବେ କି କେଜ୍ରିୱାଲ; ସୁପ୍ରିମକୋର୍ଟରେ ଚାଲିଛି ଶୁଣାଣି

ସମାଜ ଡିଜିଟାଲ ଡେସ୍କ: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଆବେଦନର ଶୁଣାଣି ସୁପ୍ରିମକୋର୍ଟରେ ଆରମ୍ଭ ହୋଇଛି। ଏହି ମାମଲାରେ ଜଷ୍ଟିସ୍‌‌ ସୂର୍ଯ୍ୟକାନ୍ତ, ଜଷ୍ଟିସ୍‌‌ ସିଟି ରବିକୁମାର ଏବଂ ଜଷ୍ଟିସ୍‌‌ ଉଜ୍ଜ୍ୱଳ ଭୂୟାଁଙ୍କ ଖଣ୍ଡପୀଠରେ ଶୁଣାଣି ଚାଲିଛି। କେଜ୍ରିୱାଲଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଅଭିଷେକ୍‌‌ ମନୁ ସଂଘବୀ ପକ୍ଷ ରଖୁଛନ୍ତି। ସେପଟେ ସିବିଆଇ ପକ୍ଷରୁ ସଲିସିଟର ଜେନେରାଲ ଏସ.ବି.ରାଜୁ ଉପସ୍ଥିତ ରହିଛନ୍ତି। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜ୍ରିୱାଲଙ୍କୁ ପ୍ରଥମେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଗିରଫ କରିଥିଲା। ଇଡି ମାମଲାରେ କେଜ୍ରିୱାଲଙ୍କୁ ପୂର୍ବରୁ ଜାମିନ ମିଳିଥିବା ବେଳେ ଆଜି ସିବିଆଇ ମାମଲାରେ ଶୁଣାଣି ଚାଲିଛି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories