www.samajalive.in
Saturday, December 6, 2025
26.1 C
Bhubaneswar

ମଶାଧୂପ ପାଇଁ ଚାଲିଗଲା ଗୋଟିଏ ପରିବାରର ୬ ଜୀବନ

ନୂଆଦିଲ୍ଲୀ : ମଶାଧୂପ ଯୋଗୁଁ ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ। ଏଭଳି ଏକ ଦୁଃଖଦ ଘଟଣା ଦିଲ୍ଲୀର ଶାସ୍ତ୍ରୀ ପାର୍କ ଅଞ୍ଚଳରେ ଘଟିଛି। ଏଭଳି ଘଟଣା ମଶାଧୂପ ବ୍ୟବହାର କରୁଥିବା ପ୍ରତ୍ୟେକଙ୍କ ମନରେ ଭୟ ସୃଷ୍ଟି କରିବ।
ମିଳିଥିବା ସୂଚନାନୁଯାୟୀ, ରାତିରେ ଶୋଇଥିବା ସମୟରେ ଏହି ପରିବାର ମଶାଧୂପ ଲଗାଇ ଥିଲେ। ସକାଳେ ସଭିଁଙ୍କ ମୃତ୍ୟୁ ହୋଇଥିବା ଦେଖାଯାଇଥିଲା। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଗୋଟିଏ ଘରୁ ୬ ଜଣଙ୍କ ମୃତଦେହ ଉଦ୍ଧାର କରିଥିଲା। ଅସାବଧାନତାରୁ ପ୍ରଥମେ ମଶାଧୂପରୁ ନିଆଁ ଲାଗିଥିଲା। ନିଆଁରେ ପୋଡି ହୋଇ ୨ ଜଣଙ୍କର ଓ ଧୂଆଁରେ ଶ୍ୱାସରୁଦ୍ଧ ହୋଇ ୪ ଜଣଙ୍କର ମୃତ୍ୟୁ ଘଟିଛି ବୋଲି ସୂଚନା ମିଳିଛି। ଘଟଣାର ତଦନ୍ତ କରାଯାଉଛି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories