www.samajalive.in
Sunday, December 14, 2025
23.1 C
Bhubaneswar

ବିଜେପି ସଂକଳ୍ପ ପତ୍ର, ମହିଳାଙ୍କୁ ପ୍ରତିମାସରେ ମିଳିବ ୨୫୦୦ ଟଙ୍କା, ଗର୍ଭବତୀଙ୍କୁ ଏକକାଳୀନ ୨୧ ହଜାର ଟଙ୍କା

ନୂଆଦିଲ୍ଲୀ : ଦିଲ୍ଲୀରେ ବିଧାନସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବାର ଆଜି ଶେଷ ତାରିଖ । ଏହି ସମୟରେ ବିଜେପି ନିଜର ସଂକଳ୍ପ ପତ୍ର ଜାରି କରିଛି । ଦିଲ୍ଲୀର ସମସ୍ତ ୭୦ ବିଧାନସଭା ଆସନ ପାଇଁ ଏକାସହ ୫ ଫେବୃଆରୀରେ ମତଦାନ ହେବା ସହ ୮ ଫେବୃଆରୀରେ ଗଣନା ହେବ ।
ବିଜେପିର ସଂକଳ୍ପ ପତ୍ର ମିଳିଛି ମହିଳାଙ୍କୁ ଗୁରୁତ୍ୱ । ମହିଳାଙ୍କୁ ସଶକ୍ତ କରିବା ଆମର ପ୍ରାଥମିକତା ବୋଲି ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା କହିଛନ୍ତି । ଏହି ଅବସରରେ ସେ ଘୋଷଣା କରିଛନ୍ତି, ଗରିବ ମହିଳାଙ୍କୁ ଗ୍ୟାସ ସିଲିଣ୍ଡରରେ ୫୦୦ ଟଙ୍କା ସବସିଡି ମିଳିବ । ହୋଲି, ଦୀପାବଳିରେ ଗୋଟିଏ ଗ୍ୟାସ ସିଲିଣ୍ଡର ମାଗଣାରେ ଦିଆଯିବ । ମହିଳାଙ୍କୁ ପ୍ରତିମାସରେ ସମୃଦ୍ଧି ଯୋଜନାରେ ୨୫୦୦ ଟଙ୍କା ମିଳିବ । ଗର୍ଭବତୀଙ୍କୁ ଏକକାଳୀନ ୨୧ ହଜାର ଟଙ୍କା ଦିଆଯିବ । ମାତୃତ୍ୱ ଛୁଟି ୧୨ ସପ୍ତାହରୁ ୨୬ ସପ୍ତାହକୁ ବୃଦ୍ଧି ସହ ଆୟୁଷ୍ମାନ ଭାରତ ଯୋଜନା ଦିଲ୍ଲୀରେ ଲାଗୁ କରାଯିବା ପାଇଁ ମଧ୍ୟ କହିଛନ୍ତି ଜେପି ନଡ୍ଡା ।

୨୮ ଜାନୁଆରୀରେ ଶୁକ୍ର ଚଳନ ; କେଉଁ ରାଶି ଉପରେ ପଡିବ କି ପ୍ରଭାବ, ହେବ ବିବାହ, ମିଳିବ ହଠାତ୍‌ ଧନ..

ଜିଓର ଖାସ୍‌ ରିଚାର୍ଜ ପ୍ଲାନ୍‌ ; ମାଗଣାରେ ଦେଖିପାରିବେ ‘ପାତାଲ ଲୋକ ୨’, ମିଳିବ ଏସବୁ ସୁବିଧା..

- Advertisement -

ଦେଖନ୍ତୁ ଭିଡିଓ ; ନାଗକୁ ମାରିବା ପରେ ନେଉଳର ପିଛା ଛାଡିଲାନି ନାଗୁଣୀ, ୨୪ ଘଣ୍ଟା ଯାଏଁ..

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories