www.samajalive.in
Saturday, December 6, 2025
26.1 C
Bhubaneswar

ପାଇପ କାରଖାନାରେ ଅଗ୍ନିକାଣ୍ଡ ; ଦୁଇ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ : ମଙ୍ଗଳବାର ଦିଲ୍ଳୀର ନରେଲା ଅଞ୍ଚଳରେ ଏକ ପାଇପ କାରଖାନାରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଦୁଇ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ୩ ଜଣଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହାସହ ଅନେକ ଲୋକେ ଏବେ ମଧ୍ୟ କାରଖାନାରେ ଫସି ରହିଛନ୍ତି। ଖବର ପାଇବା ମାତ୍ରେ ଦମକଳ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଉଦ୍ଧାର କାର୍ଯ୍ୟ ଜାରି ରହିଛି।
ସୂଚନା ଯୋଗ୍ୟ, ନରେଲା ଅଞ୍ଚଳରେ ସକାଳ ୯ଟା୩୫ ମିନଟ୍‌‌ରେ ଅଗ୍ନିକାଣ୍ଡ ଘଟିଥିବା ନେଇ ଖବର ପାଇବା ମାତ୍ରେ ୧୦ଟି ଦମକଳ ଗାଡି ଘଟଣା ସ୍ଥଳରେ ପହଞ୍ଚିଥିଲେ। କାରଖାନାର ପ୍ରଥମ ଓ ଦ୍ୱିତୀୟ ମହଲାରେ ନିଆଁ ଲାଗି ଯାଇଥିଲା। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଘଟଣାର ତଦନ୍ତ ଆରମ୍ଭ ହୋଇଛି।

 

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories