www.samajalive.in
Saturday, December 6, 2025
14.1 C
Bhubaneswar

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଶ୍ରମିକଙ୍କୁ ମିଳିବ ୫ ହଜାର

ନୂଆଦିଲ୍ଲୀ : ଦେଶର ରାଜଧାନୀ ଦିଲ୍ଲୀରେ ବୃଦ୍ଧି ପାଉଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ନିର୍ମାଣାଧୀନ କାର୍ଯ୍ୟ ଉପରେ ରୋକ୍‌‌ ଲଗାଯାଇଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀୱାଲଏନେଇ ଆଜି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କହିବାନୁଯାୟୀ, ବୃଦ୍ଧି ପାଉଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ସମ୍ପୂର୍ଣ୍ଣ ଦିଲ୍ଲୀରେ ନିର୍ମାଣାଧୀନ କାର୍ଯ୍ୟ ଉପରେ ରୋକ୍‌‌ ଲଗାଯାଇଛି।

ଏହାକୁ ଦୃଷ୍ଟିରେ ରଖି ଶ୍ରମମନ୍ତ୍ରୀ ମନୀଷ ସିସୋଦିୟା ଏହି ସମୟ ମଧ୍ୟରେ ର୍ନିମାଣ କାର୍ଯ୍ୟରେ ଥିବା ଶ୍ରମିକଙ୍କୁ ଆର୍ଥିକ ସହାୟତା ରାଶି ଭାବେ ୫୦୦୦ ଟଙ୍କା ପ୍ରତି ମାସରେ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ମାଣ କାର୍ଯ୍ୟ ପୁନଃ ଆରମ୍ଭ ହେବା ପାଇଁ ଅନୁମତି ମିଳିବା ପର୍ଯ୍ୟନ୍ତ ଶ୍ରମିକଙ୍କୁ ଏହି ରାଶି ପ୍ରଦାନ କରାଯିବ ବୋଲି ନିର୍ଦ୍ଦେଶ ଦିଆଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories