www.samajalive.in
Saturday, December 6, 2025
16.1 C
Bhubaneswar

ଦିଲ୍ଲୀ ଅଗ୍ନିକାଣ୍ଡ: ୧୧ ଘଣ୍ଟା ପରେ ମଧ୍ୟ ସମ୍ପୂର୍ଣ୍ଣ ଲିଭିନି ନିଆଁ, ଜଣେ ଅଗ୍ନିଶମ କର୍ମଚାରୀ ମୃତ

ନୂଆଦିଲ୍ଲୀ: ଦିଲ୍ଲୀର ପୀରାଗଢ଼ୀ ଅଞ୍ଚଳରେ ଥିବା ଏକ ଫ୍ୟାକ୍ଟ୍ରିରେ ହୋଇଥିବା ଅଗ୍ନିକାଣ୍ଡକୁ ୧୧ ଘଣ୍ଟା ବିତି ଯାଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ନିଆଁ ସମ୍ପୂର୍ଣ୍ଣ ଭାବେ ଆୟତ ହୋଇ ପାରିନାହିଁ। ଅନ୍ୟ ପକ୍ଷରେ ନିଆଁ ଲିଭା ବେଳେ ଆହତ ହୋଇଥିବା ଜଣେ ଅଗ୍ନିଶମ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ରାଜଧାନୀ ନୂଆଦିଲ୍ଲୀରେ ଗୁରୁବାର ସକାଳେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପୀରାଗଢ଼ୀ ଅଞ୍ଚଳରେ ଥିବା ଏକ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା। ଖବର ପାଇ ୩୫ଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ଆରମ୍ଭ କରିଥିଲେ। ନିଆଁ ଲିଭା କାର୍ଯ୍ୟ ଚାଲିଥିବା ବେଳେ ଏକ ବିସ୍ଫୋରଣ ଘଟିବାରୁ ଫ୍ୟାକ୍ଟ୍ରିର କିଛି ଅଂଶ ଭୁଶୁଡ଼ି ପଡିଥିଲେ। ଏଥିରେ ଜଣେ ଦମକଳ କର୍ମଚାରୀ ଫସି ରହିଥିଲେ। ପ୍ରାୟ ୧୦ ଘଣ୍ଟା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories